Crime

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

 

ଭବାନୀପାଟଣା: ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର। ହତ୍ୟା ସନ୍ଦେହ। ଭବାନୀପାଟଣା ରାମସାଗର ପଡ଼ା ଠାରେ ଏ ଭଳି ଅଭାବନୀୟ ଘଟଣା ଘଟିଛି। ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ଢଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ଭବାନୀପାଟଣା ରାମସାଗର ପଡ଼ା ରେ ଥିବା ସକାଳ ସମୟରେ ପୋଖରୀ ନିକଟରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ସ୍ଥାନୀୟ ଲୋକେ ଦେଖିଥିଲେ ଓ ସ୍ଥାନୀୟ ଟାଉନ ଥାନା କୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ଢଦନ୍ତ ଆରମ୍ଭ କରିଛି। ଯୁବକଙ୍କ ପରିଚୟ ମିଳିନଥିବା ବେଳେ ଢାଙ୍କ ଗୋଡ଼ ତଳେ ଲାଗିଥିଵାରୁ ଢାଙ୍କୁ ହତ୍ୟା କରାଯାଇ ଗଛରେ ଝୁଲାଇ ଦିଆଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ କରୁଛନ୍ତି।

ଭବାନୀପାଟଣା ରୁ ପ୍ରମୋଦ କୁମାର ସାହୁ ସମର୍ଥ ନିୟୁଜ

Related Articles

Back to top button