ଆରମ୍ଭ ହେଲା ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା
ଆରମ୍ଭ ହେଲା ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା

-ଆଜିଠୁ ଆରମ୍ଭ ହେଲା ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଉତ୍ସବ ମୁଖର ହୋଇଛି ଢେଙ୍କାନାଳର ସହର l ବିଭିନ୍ନ ପୂଜା ମଣ୍ଡପରେ ଝଲଶୁଚି ଚାନ୍ଦି ମେଢ l

ମନମୋହୁଛି ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକ ଆଲୋକ ମାଳରେ ଖାଲସୁଛି ଢେଙ୍କାନାଳ ସହର l ଢେଙ୍କାନାଳ ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି l

ଆଜିଠୁ ଆରମ୍ଭ ହେଲା ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ଏଥିପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି

ମଣ୍ଡପରେ ମାଆଙ୍କ ମୃଣ୍ମୟୀ ମୂର୍ତ୍ତି ସୁସଜ୍ଜିତ ହୋଇଥିବା ବେଳେ ତୋରଣ କାମ ବି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ଢେଙ୍କାନାଳ ସହରରେ ୩୮ଟି ପୂଜା ମଣ୍ଡପରେ ପୂଜା ପାଉଛନ୍ତି ମାଆ ଲକ୍ଷ୍ମୀ।

ବିଭିନ୍ନ ମଣ୍ଡପରେ ଚାନ୍ଦିମେଢ ସହିତ ସୁଉଚ୍ଚ ତୋରଣ ସାଙ୍ଗକୁ 12 କିଲୋମିଟର ବ୍ୟାପୀ ଆଲୋକ ସଜ୍ଜା ହେଉଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ

ଦୃଷ୍ଟିରେ ରଖି ଢେଙ୍କାନାଳ ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଢେଙ୍କାନାଳରେ ୧୧ ଦିନ ଧରି ଚାଲିବ ଗଜଲକ୍ଷ୍ମୀ ପୂଜା।
ଢେଙ୍କାନାଳ ରୁ ଦୀପ ନାରାୟଣ ଷଡ଼ଙ୍ଗୀ ଙ୍କ ରିପୋର୍ଟ ସମର୍ଥ ନିଉଜ




