ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଢ଼ିଶା ନବୀନ ଓଢ଼ିଶା ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତୃକାଂକ୍ଷୀ ଯୋଜନା


ବଡ଼ଚଣା, ୧୧।୧୧ (ଆ.ପ୍ର.): ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଢ଼ିଶା ନବୀନ ଓଢ଼ିଶା ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତୃକାଂକ୍ଷୀ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ । ଏକ ମାସ ସମୟସୀମା ମଧ୍ୟରେ ମାତ୍ର ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଛି। ଏହି କାର୍ଯ୍ୟକ୍ରମ ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଥିବାରୁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । କେନ୍ଦୁଝରରୁ ଆରମ୍ଭ ହୋଇ ଉତ୍ସାହ ଆନନ୍ଦର ସହ ବାଣର ଶବ୍ଦ ଓ ଆଲୋକର ଫୁଟାଇ ବା ସହିତ ଯାଜପୁର ଜିଲ୍ଲାରେ ଉଦ୍ଯାପନ ହୋଇଛି ।

ଏହି କାର୍ଯ୍ୟକ୍ରମ ଏକ ମାସ ମଧ୍ୟରେ ସମାପନ ହୋଇଥିବା ଏହି କାର୍ଯ୍ୟକ୍ରମରେ ସମୁଦାୟ ୧୬.୫୦ ଲକ୍ଷ ଲୋକ ଭାଗ ନେଇଥିଲେ କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତ ଜନସାଧାରଣ, ଲୋକ ପ୍ରତିନିଧ୍ବ ଏବଂ ପ୍ରଶାସନିକ ଅଧୁକାରୀମାନଙ୍କୁ ଧନ୍ୟବାଦ ଜଣାଇଲେ ୫ଟି ଓ ନବୀନ ଓଡିଶା ଅଧ୍ଯକ୍ଷ ଭିକେ ପାଣ୍ଡିଆନ । ସେହିପରି ଯାଜପୁର ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୧୫୫.୫୦ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁ ଡି କ ହେଲା ଯାଜପୁର, ବିଞ୍ଝାରପୁର, ବଡଚଣା, ବରି ,ସୁକିନ୍ଦା, ଧର୍ମଶାଳା , ରସୁଲ ପୁର,ଓ କୋରେଇ , ଯାଜପୁର ସଦର ବ୍ଲକ୍ ରେ ନବୀନ ଓଡ଼ିଶା ର ପ୍ରକଳ୍ପ କାର୍ଯ୍ୟକାରୀ କରା ଯାଇଛି।

ବଡ଼ଚଣା ରୁ କାର୍ତ୍ତିକ ଚନ୍ଦ୍ର ରାଉତ ଙ୍କ ରିପୋର୍ଟ ସମର୍ଥ ନିୟୁଜ




