Politics

ପୁଣି ଥରେ ଲୋକପ୍ରିୟତାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୀର୍ଷରେ

ପୁଣି ଥରେ ଲୋକପ୍ରିୟତାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୀର୍ଷରେ

ଭୁବନେଶ୍ୱର -୨୭/୦୧

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଦେଶରେ ଏକ ନମ୍ୱର୍  ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଇଣ୍ଡିଆ ଟୁଡେ ମୁଡ ଅଫ ଦ ନେଶନ ପୋଲ୍ ରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ୭୩.୨% ରେଟିଂ ସହ ପୁଣି ଥରେ ଶୀର୍ଷ ସ୍ଥାନରେ ରହିଛନ୍ତି। ଦ୍ଵିତୀୟ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ତୃତୀୟ ସ୍ଥାନରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ୍ ବିଶ୍ୱଶର୍ମା, ଅଛନ୍ତି।

 

Related Articles

Back to top button