Country

ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରା ଆରମ୍ଭ

ମୁନିସିପାଲିଟି କଲ୍ୟାଣି ମଣ୍ଡପ ରୁ ରାଜ୍ୟ ସରକାର ଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅନୁଯାୟୀ ଜିଲ୍ଲାର ୧୧୨ ବରିଷ୍ଠ ନାଗରିକ ନିଜର ଯାତ୍ରା ଆରମ୍ଭ କରିଛନ୍ତି l ଏହି ଯାତ୍ରା ର ଶୁଭାରମ୍ଭ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ଶ୍ରୀ ମନୋରଞ୍ଜନ ମଲ୍ଲିକ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଜ୍ଞାନ ରଞ୍ଜନ ମହାପାତ୍ର, ଜିଲ୍ଲା ପରିଷଦ ନିର୍ବାହୀ ତଥା ଉନ୍ନୟନ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ ନୀଳ ପତକା ଦେଖାଇ କରିଛନ୍ତି l ଢେଙ୍କାନାଳ ରୁ ଦୀପ ନାରାୟଣ ଷଡ଼ଙ୍ଗୀ ଙ୍କ ରିପୋର୍ଟ ସମର୍ଥ ନିୟୁଜ୍ 

Related Articles

Back to top button