Education
୨୦୧୮ମାଟ୍ରିକ ବ୍ୟାଚ ବନ୍ଧୁମିଳନ ଓ ବଣଭୋଜି କାର୍ଯ୍ୟକ୍ରମ ଅନୁଷ୍ଠିତ


ଉଲୁଣ୍ଡା ୦୮/୦୧(ରାଜେଶ କୁମାର ବାଘ)ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ ଠାରେ ଆଜି ଶ୍ରୀ ଜଗନ୍ନାଥ ଏକାଡେମୀ କୋଟସମଲାଇ ହାଇସ୍କୁଲ ର ୨୦୧୮ ମାଟ୍ରିକ ବ୍ୟାଚ ର ବନ୍ଧୁମିଳନ ଓ ବଣଭୋଜି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ବର୍ଷକ ଥରେ ବନ୍ଧୁମିଳନ ହେଉଥିବାରୁ ସମସ୍ତ ଙ୍କ ମନରେ ଖୁସିର ଲହରୀ ଖେଳିଯାଉଛି। ନବବର୍ଷ ରେ ବନ୍ଧୁମିଳନ ଉତ୍ସାହ ଉଦ୍ଦୀପନା ର ସହିତ ପାଳନ କରାଯାଇଥିଲା।ଏହି ଅବସରରେ ସମସ୍ତେ ଯୋଗ ଦେଇଥିଲେ।





