State

ସିଦ୍ଧ ବଳରାମଜୀଉଙ୍କ ମନ୍ଦିର ରେ ପାପମୋଚନ ଏକାଦଶୀ ନିତି ପାଳିତ

 

ଢେଙ୍କାନାଳ କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଆଜି ପାପମୋଚନ ଏକାଦଶୀ ଥିବାରୁ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା। ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ବସ୍ତ୍ର ତୁଳସୀ ହାର ଫୁଲ ହାର ଲାଗି କରାଯାଇଥିଲା। ବଲ୍ଲଭ ଭୋଗ ଲାଗି କରାଯାଇଥିଲା। ୧୦ଟା ବେଳେ ଖେଚେଡ଼ି ଭୋଗ ମଧ୍ୟାହ୍ନ ଅର୍ନ ଧୂପ ସନ୍ଧ୍ୟା ଆଳତି ରାତ୍ର ରେ ରାତ୍ରଧୂପ ଓ ଏକାଦଶୀ ବେଢ଼ା, ମହାଦୀପ ଉଠିବ ଉପରକୁ। ପୂଜକ ମଳୟ କର ପାଳିଆସେବକ ସମ୍ଭୁନାଥ ମହାପାତ୍ର ପାଳିଆସେବକ ବ୍ରଜମୋହନ ମହାପାତ୍ର କାହାଳିଆ ଟିକନ ବେହେରା ଓ ଜିମାଦାର ଶ୍ୟାମସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତ ରେ ଏହି ପାପମୋଚନ ଏକାଦଶୀ ନିତି ପାଳିତ ହୋଇଯାଇଛି

Related Articles

Back to top button