Religion

ଢେଙ୍କାନାଳ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଜଳକ୍ରୀଡା ଏକାଦଶୀ ଥିବାରୁ ବିଶେଷ ପୂଜାର୍ଚ୍ଚନା

ଢେଙ୍କାନାଳ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଜଳକ୍ରୀଡା ଏକାଦଶୀ ଥିବାରୁ ବିଶେଷ ପୂଜାର୍ଚ୍ଚନା କରାଯାଇଛି। ପ୍ରାତଃ ରୁ ମଙ୍ଗଳ ଆଳତି ସ୍ନାନ ବସ୍ତ୍ର ତୁଳସୀ ହାର ଫଲ ହାର ଲାଗି କରାଯାଇଥିଲା। ବଲ୍ଲଭ ଭୋଗ ୧୦ଟା ବେଳେ ଖେଚୁଡ଼ି ଭୋଗ ମଧ୍ୟାହ୍ନ ଧୂପ ସନ୍ଧ୍ୟା ଆଳତି ରାତ୍ରରେ ରାତ୍ର ଧୂପ ପରେ ଏକାଦଶୀ ବେଢ଼ା ପରେ ମହାଦୀପ ଉଠିବ। ପହଡ଼ ପଡିବ ପୂଜକ ଶ୍ରୀବତ୍ସ ମିଶ୍ର ପାଳିଆସେବକ ସମ୍ଭୁନାଥ ମହାପାତ୍ର ପାଳିଆସେବକ ବ୍ରଜମୋହନ ମହାପାତ୍ର କାହାଳିଆ ଟିକନ ବେହେରା ଓ ଜିମାଦାର ଶ୍ୟାମସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତ ରେ ଏହି ଜଳକ୍ରୀଡା ଏକାଦଶୀ ପାଳନ କରାଯାଇଛି।

Related Articles

Back to top button