State

ମାଁ ତାରିଣୀଙ୍କ ପିଠରେ ବିପଦତାରେଣୀ ବ୍ରତ ଥିବାରୁ ମା ତାରିଣୀଙ୍କର ବିଶେଷ ପୂଜାର୍ଚ୍ଚନା

ଢେଙ୍କାନାଳ ଗାନ୍ଧୀ ମନ୍ଦିର ରୋଡ଼ ସ୍ଥିତ ମାଁ ତାରିଣୀଙ୍କ ପିଠରେ ବିପଦତାରେଣୀ ବ୍ରତ ଥିବାରୁ ମା ତାରିଣୀଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା। ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ନୂତନ ବସ୍ତ୍ର ବିଭିନ୍ନ ଫୁଲ ହାର ରେ ସୁସଜ୍ଜିତ କରାଯାଇଥିଲା। ବିଭିନ୍ନ ଭୋଗରାଗ ଲାଗି କରାଯାଇଥିଲା। ମଧ୍ୟାହ୍ନ ସମୟରେ ପଣା ସନ୍ଧ୍ୟା ଆଳତି ରାତ୍ରରେ ପହଡ ପଡିବ।

Related Articles

Back to top button