Country

୭୮ତମ ସ୍ୱାଧୀନତାଦିବସ ଅବସରରେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ

୭୮ତମ ସ୍ୱାଧୀନତାଦିବସ ଅବସରରେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ କାର୍ଯ୍ୟାଳୟ ର ବରିଷ୍ଠ ଅଧିକାରୀଙ୍କ ସହ କର୍ମଚାରୀମାନେ ଉପସ୍ଥିତ ଥିଲେ l

Related Articles

Back to top button