Country
ଛତିଆ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରେ ବୈରୀ ଥାନା ଆଇ ଆଇ ସି ଶରତ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତଳନ କରିବା ସହିତ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କ ଉଦେଶ୍ୱରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ,

ଛତିଆ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରେ ବୈରୀ ଥାନା ଆଇ ଆଇ ସି ଶରତ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତଳନ କରିବା ସହିତ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କ ଉଦେଶ୍ୱରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ, ପ୍ରଧାନ ଆଚାର୍ଯ୍ୟ ନିରଞ୍ଜନ ରାଉତ ମଞ୍ଚ ପରିଚାଳନା କରିଥିଲେ, ସମ୍ପାଦକ ଅଶୋକ ବେହେରା ଉପ ସଭାପତି ଗିରିଶ ପାତ୍ର କୋଷାଧକ୍ଷ ସରୋଜ ସାହୁ ସୁଶାନ୍ତ ସାହୁ ଓ ଫାଉଣ୍ଡର ମେମ୍ବର ସର୍ବେଶ ସେଣ୍ଡ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ଉତ୍ସାହିତ କରାଇଥିଲେ, ସମସ୍ତ ଗୁରୁଜୀ ଗୁରୁମା ଏଥିରେ ସହଯୋଗ କରିଥିଲେ,




