Breaking News

ଜୟପାଟଣା ଅଞ୍ଚଳ ରୁ ବିପୁଳ ପରିମାଣର ବିସ୍ଫୋରକ ଜବତର ୬୫୦୦ କେଜି ବିସ୍ଫୋରକ ସହ ୧୧୫ ଟି ଡିଟୋନେଟର ଜବତ

 

 

କଳାହାଣ୍ଡିଙ୍କ ଏସ୍ପିଙ୍କ ନିର୍ଦ୍ଧେଶରେ ଜୟପାଟଣା ଥାନା ଅନ୍ତର୍ଗତ ଜାମଚୁଆ କ୍ରସର ରୁ ସାଢ଼େ ୬ କ୍ୟୁଣ୍ଟାଲ ବିସ୍ଫୋରକ ସହ ୧୧୫ ଟି ଡିଟୋନେଟର ଜବତ କରିଛି ଜୟପାଟଣା ପୋଲିସ।ଗୋଟିଏ ଟ୍ରକ ଆଉ ଗୋଟିଏ ପିକପ ଭ୍ୟାନ ରେ ଲାଖବାହାଳି କ୍ରସର କୁ ବେଆଇନ ଭାବେ ବିସ୍ଫୋରକ ଆସିଥିଲା।ଏ ନେଇ ଖଣି ବିଭାଗ ପକ୍ଷରୁ ଜୟପାଟଣା ଥାନାରେ ଅଭିଯୋଗ କରାଯାଇଛି।ଉକ୍ତ ବିସ୍ଫୋରକ କଳିଙ୍ଗ ଏଣ୍ଡ କମ୍ପାନୀ ର ମାଲିକ ଅନୁପ କୁମାର ଅଗ୍ରୱାଲ ଓ ଦୀପକ ଚାନ୍ଦ ଜୈନ ନାମକ କଣ୍ଟାବାଞ୍ଜି ରୁ ଯୋଗାଣ କରିଥିଲେ।ତେବେ ସେ କିପରି ଏତେ ପରିମାଣରେ ବିସ୍ଫୋରକ ପରିବହନ କରୁଥିଲେ ଓ ଏହା କେଉଁଠି କୁ ଯାଉଥିଲା ତାହା ତଦନ୍ତ ସାପେକ୍ଷ।ବର୍ତ୍ତମାନ ଖଣି ବିଭାଗ ଅଧିକାରୀ ଓ ଜୟପାଟଣା ପୋଲିସ ତଦନ୍ତ ଆରମ୍ଭ କରିଛନ୍ତି। ୪ ଜଣ arested ହୋଇଛନ୍ତି। ଭବାନୀପାଟଣ ରୁ ପ୍ରମୋଦ କୁମାର ସାହୁ ସମର୍ଥ ନିୟୁଜ

Related Articles

Back to top button