Breaking News
ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲ୍ଳାପାଳଙ୍କୁ ଦାବୀପତ୍ର


କୋଇଲା ଚୋରୀ ରୋକିବା ଓ ଏହାର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ
ତାଳଚେର ଅଂଚଳରେ ଦିନକୁ ଦିନ କୋଇଲା ଚୋରୀ ବଢ଼ିବାରେ ଲାଗିଛି । ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଦୈନିକ କୋଟି କୋଟି ଟଙ୍କା ରାଜସ୍ୱ ହରାଉଛନ୍ତି । ତାଳଚେରରୁ କୋଇଲା ଚୋରୀର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଘଂଟପଡା ଟ୍ରକ୍ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତାଳଚେର ଉପଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି ।




