Breaking News
ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଭ୍ରୁଣ ଚିନ୍ହଟ ଓ ଭ୍ରୁଣ ହତ୍ୟା ଆଇନ ସମ୍ପର୍କିତ ଜିଲ୍ଲା ସ୍ତରୀୟ ଉପଦେଷ୍ଟା କମିଟି ବୈଠକ


ବୌଦ୍ଧ (ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଭ୍ରୁଣ ଚିନ୍ହଟ ଓ ଭ୍ରୁଣ ହତ୍ୟା ଆଇନ ସମ୍ପର୍କିତ ଜିଲ୍ଲା ସ୍ତରୀୟ ଉପଦେଷ୍ଟା କମିଟିର ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସl ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡା, ଅତିରିକ୍ତ ଜିଲ୍ଲା ଚିକିତ୍ସl ଅଧିକାରୀ ଡାକ୍ତର ଭଞ୍ଜ କିଶୋର ରାମଚନ୍ଦ୍ର ଦେଓ ହେମ୍ବ୍ରମ ଓ ଡାକ୍ତର କିଶୋର ପଟ୍ଟନାୟକ, ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡାକ୍ତର ସୁଦର୍ଶନ ମେହେର, ଜାତୀୟ ସ୍ବାସ୍ଥ୍ୟ ମିଶନର DPM ଗିରିଜା ପ୍ରସାଦ ମିଶ୍ରଙ୍କ ସମେତ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ l




