Breaking News

ଟ୍ରେନ ଲାଇନ ରୁ ଯୁବକଙ୍କ ମୃତ ଶରୀର ଉଦ୍ଧାର

 

ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ବଳରାମ ପ୍ରସାଦ ପାଟଣା ସାହି ନିକଟରେ ରେଲ ଲାଇନ୍ ଉପରେ ପଡ଼ିଛି ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତ ଶରୀର। ଟ୍ରେନ ରେ କଟି ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଛି। ଘଟଣା ସ୍ଥଳରେ ରେଲୱେ ପୋଲିସ ପହଞ୍ଚି ମୃତ ଶରୀର କୁ ଉଦ୍ଧାର କରି ସବ ବ୍ୟବଛିଦ ପାଇଁ ଅନୁଗୁଳ ମୁଖ୍ୟ ଚିକିତ୍ସାଳୟ କୁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି। ଏ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ମିଳପାରିନାହିଁ। ଏହା ହତ୍ୟା ନା ଆତ୍ମହତ୍ୟା ସନ୍ଦେହ ।(ଅନୁଗୁଳ ରୁ ସନ୍ଦୀପ ରାଜ ସାମନ୍ତ ସମର୍ଥ ସମାଚାର)

Related Articles

Back to top button