Breaking News

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ର ବରିଷ୍ଠ କିରାଣୀ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓ । ବିଭାଗର ଅବସରପ୍ରାପ୍ତ ଫିଟର ମିସ୍ତ୍ରୀ ତ୍ରିଲୋଚନ ଶବର ଙ୍କ ଠାରୁ ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ବିଭାଗ। ବରିଷ୍ଠ କିରାଣୀ ଜଣକ ନିଜ ସରକାରୀ ବାସଭବନ ରେ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ। ଭବାନୀପାଟଣା ରୁ ପ୍ରମୋଦ କୁମାର ସାହୁ ସମର୍ଥ ସମାଚାର

Related Articles

Back to top button