ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଓ ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ର ନିର୍ବାଚନ ଏପ୍ରିଲ ୩ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଅଛି।